ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସୋସିଆଲ ମିଡ଼ିଆ ସଂଯୋଜକ ନିଯୁକ୍ତି ପାଇଲେ ସତ୍ୟରଞ୍ଜନ ମହାପାତ୍ର

ଏରସମା, 09/09/2025, ଉତ୍କଳ voice news - utkalvoicenews.com ( ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ସତ୍ୟରଞ୍ଜନ ମହାପାତ୍ରଙ୍କୁ ପ୍ରଦେଶ କଂଗ୍ରେସର ସୋସିଆଲ ମିଡ଼ିଆ ସଂଯୋଜକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶକ୍ରମେ ଗୁଣୁପୁର ବିଧାୟକ ତଥା ସୋସିଆଲ ମିଡ଼ିଆ ବିଭାଗ ଅଧ୍ୟକ୍ଷ ସତ୍ୟଜିତ ଗମାଙ୍ଗ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏଭଳି ଗୁରୁତ୍ବପୂର୍ଣ୍ଣ ପଦ ପାଇଁ ତାଙ୍କୁ ମନୋନୀତ କରାଯାଇଥିବାରୁ ସତ୍ୟରଞ୍ଜନ ମହାପାତ୍ର ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ମଲ୍ଲିକା ର୍ଜୁନ ଖାର୍ଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।
6