ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମତିଥି ଅବସରରେ ବୃକ୍ଷରୋପଣ କାର୍ଯ୍ୟକର୍ମ ଅନୁଷ୍ଠିତ।

ପାରାଦୀପ ଗଡ , 17/09/2025, ଉତ୍କଳ voice news - utkalvoicenews.com( ପାରାଦ୍ଵୀପ / କୁଜଙ୍ଗ ରୁ ରଶ୍ମିରଞ୍ଜନ ଦାସ ଙ୍କ ରିପୋର୍ଟ। ) :
Article Image
ଜସ୍ଵଶୀ ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମତିଥି ଅବସରରେ ପାରାଦୀପ ଗଡ ଗ୍ରାମ ପଞ୍ଚାୟତ ତରଫରୁ ସରପଞ୍ଚ ଶ୍ରୀମତୀ ସସ୍ମିତା ବେହେରା ଙ୍କ ନେତୃତ୍ୱ ରେ ବିଭିନ୍ନ ଗ୍ରାମ ରେ ଥିବା ସ୍କୁଲ, ଅଙ୍ଗନୱାଡ଼ି କେନ୍ଦ୍ର, ଉଭୟ ପଥ ପ୍ରାନ୍ତ ଓ ପତିତ ଯାଗା ରେ ୫୦୦ ରୁ ଉର୍ଦ୍ଧ ବିଭିନ୍ନ କିସମ ର ବୃକ୍ଷ ରୋପଣ କରାଯାଇଛି l ଆସନ୍ତା ୨୧ ତାରିଖ
Article Image
ରବିବାର ଦିନ ପଞ୍ଚାୟତ ପରିସରରେ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହେବ ବୋଲି ସରପଞ୍ଚ ଶ୍ରୀମତୀ ବେହେରା ପ୍ରକାଶ କରିଛନ୍ତି l ଉକ୍ତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ରେ ଅନ୍ୟ ମାନଙ୍କ ମଧ୍ୟରେ କୁଜଙ୍ଗ ମଙ୍ଗଳ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଦୀପକ ପ୍ରସାଦ ସ୍ୱାଇଁ, ବରିଷ୍ଠ ଆଇନଜୀବୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ବେହେରା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ ଜେନା, ଡି.ଇ.ଓ. ସିପ୍ରା ରାଣୀ ପତି, ଚନ୍ଦ୍ର ଶେଖର ଚୌଧୁରୀ, ଦେବଦୂର୍ଲ୍ଲବ କର, ଅଲେଖ ମହାରଥା, ରମେଶ ବେହେରା, ସନ୍ତୋଷ ଦୋରା, ସୁଭସ୍ମିତା ମଙ୍ଗରାଜ, ପ୍ରଭାତ ସାହୁ, ଶୁକଦେବ ତରାଇ, ବିଚିତ୍ର ପ୍ରଧାନ, ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l
Article Image
Article Image
Article Image
7