ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ

ବୁଗୁଡ଼ା, 23/09/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଗୌଡିଆବୋରଦା ଗ୍ରାମରେ ପବିତ୍ର କୁମାର ପୂର୍ଣ୍ଣିମା ଉତ୍ସବ ଅବସରରେ ମା ଗଜଲକ୍ଷ୍ମୀଙ୍କ ପୂଜା ଉପଲକ୍ଷେ ଅସ୍ଥାୟୀ ପୂଜା ମଣ୍ଡପଠାରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଗୌଡିଆବୋରଦା ଗ୍ରାମର ଲଙ୍ଗଳେଶ୍ବର ପାଠାଗାରା କ୍ଲବ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପୁରୋହିତ ଭାବେ ବିଷ୍ଣୁ ପ୍ରସାଦ ଖାଡ଼ଙ୍ଗା ଓ ବଳରାମ ମିଶ୍ର ଯୋଗଦେଇ ଯଥା ରୀତିନୀତି ପ୍ରକାରେ ପୂଜାପାଠ ସମ୍ପାଦନ କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ପୂଜା କମିଟିର ସଦସ୍ୟବୃନ୍ଦ ସହଯୋଗ କରିଥିଲେ।
14