ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କେଉଟପାଳ ଉ.ପ୍ରା ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

ଏରସମା, 13/10/2025, ଉତ୍କଳ voice news - utkalvoicenews.com( ଏରସମା ରୁ ଅଂଶୁମାନ ମିଶ୍ର ଙ୍କ ରିପୋର୍ଟ ) :
Article Image
ବାଲିକୁଦା ବ୍ଲକ ତିତିରା ପଞ୍ଚାୟତର କେଉଟପାଳ ଉ.ପ୍ରା ବିଦ୍ୟାଳୟରେ ସୋମବାର ଦିନ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଛି । ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମେନକା କୁମାରୀ ଦେଇ, ସସ୍ମିତା ବାରିକ, ପାନା ସୋରେନ, ବିଦ୍ୟାଳୟର ସଭାପତି ସୁଶାନ୍ତ କୁମାର ବାରିକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହି ବିଦ୍ୟାଳୟର ୪୨ଜଣ ଛାତ୍ରଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ ।
4