ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୁଗୁଡ଼ାରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ

ବୁଗୁଡ଼ା, 04/11/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ):
Article Image
ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିର ଅବସରରେ ମାତ୍ର ବ୍ଯକ୍ତିଗତ ୭ ଗୋଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଗୁଡିକର ସମାଧାନ ହୋଇଥିଲା। ଉକ୍ତ ଶିବିରରେ ସିଡିପିଓ ବବିତା କୁମାରୀ ପଣ୍ଡା ,ବାଘୁଆ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ବିଶ୍ବ ଜୀବନ ମହାପାତ୍ର,ଏଟିଓ ସୁନନ୍ଦ ଶେଖର ସାହାଣୀ, କୃଷି ଅଧିକାରୀ ହରପ୍ରିୟା ବେହେରା , ଆରଡବ୍ଲୁଏସଏସ ଯନ୍ତ୍ରୀ ରାମା ରାଓ , ବିଦ୍ଯୁତ୍ ବିଭାଗ ଯନ୍ତ୍ରୀ ଜ୍ଯୋତିଷ ପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।
Article Image
Article Image
5