ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୁଗୁଡ଼ା କୋର୍ଟରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ,୫୫ ମାମଲାର ଫଇସଲା।

ବୁଗୁଡ଼ା, 13/12/2025, ଉତ୍କଳ voice news - utkalvoicenews.com( ସୋରେନ କୁମାର ପ୍ରଧାନ ଙ୍କ ରିପୋର୍ଟ ) :
Article Image
ବୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଶନିବାର ଦିନ ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ୪ର୍ଥ ରାଷ୍ଟ୍ରୀୟ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ତାଲୁକ ଆଇନ ସେବା ପ୍ରାଧିକରଣ ଚେୟାରମ୍ୟାନ ତଥା ବିଚାରପତି ସୁଧାଶ୍ରୀ ସୁରଝଳିଆ ଅଧ୍ୟକ୍ଷତା କରିଥିଲେ। ଉକ୍ତ ଅଦାଲତରେ ବିଚାରପତିଙ୍କ ଦ୍ବାରା ୫୫ ଟି ବିଭିନ୍ନ ମାମଲାର ବିଚାର କରାଯାଇ ଫଇସଲା ହୋଇଥିଲା। ଉକ୍ତ ଅଦାଲତରେ ଓକିଲ ସଙ୍ଘର ସଦସ୍ୟଗଣ ଓ କୋର୍ଟର କର୍ମଚାରୀମାନେ ଉପସ୍ଥିତ ଥିଲେ।
5