ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ପରିବେଶ ସୁରକ୍ଷା ନିମନ୍ତେ ଦୀର୍ଘସ୍ଥାୟୀ ଜୀବନ ଶୈଳୀ ସମ୍ପର୍କିତ ବ୍ଳକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ରାୟଗଡ଼ା, 24/01/2026, ଉତ୍କଳ voice news - utkalvoicenews.com( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :
Article Image
ରାୟଗଡ଼ା ବ୍ଳକ ତରଫରୁ ପରିବେଶ ସୁରକ୍ଷା ନିମନ୍ତେ ଦୀର୍ଘସ୍ଥାୟୀ ଜୀବନଶୈଳୀ ନିମନ୍ତେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଅଛି। ରାୟଗଡ଼ ବ୍ଳକ ଉପାଧ୍ୟକ୍ଷ ହର ପ୍ରାସାଦ ହେପୃକା. ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ କାଳୁ ଚରଣ ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ ମାଝୀ, ଡ: ବିକାଶକୁମାର ଦାଶ, ପ୍ରଧ୍ୟାପକ ମିଟସ କଲେଜ, ଡ: ରବି ନାରାୟଣ ପ୍ରଧାନ ପ୍ରଧ୍ୟାପକ ମଡେଲ ଡିଗ୍ରୀ କଲେଜ, ଡ ଭବାନୀ ଶଙ୍କର ଦାଶ ପ୍ରଧ୍ୟାପକ ଶ୍ରୀ ଉଗ୍ରତାରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ଏବିଇଓ ଛବିଲାଲ ସିଂ ପ୍ରମୁଖ ମଞ୍ଚାସୀନ ଥିଲେ। ପେଣ୍ଟ। ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ଗୌଡ ଉଦ୍ଦ୍ୟେଶ ଜ୍ଞାପନ କରିଥିଲେ। ଶିକ୍ଷୟିତ୍ରୀ ଅମ୍ବିକା ସେଠୀ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ରାୟଗଡ଼ ବ୍ଳକର ସତର ଗୋଟି କ୍ଲଷ୍ଟର ରୁ ଅଠତିରିଶି ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଆସନ୍ତା ସତେଇଶି ତାରିଖରେ ଜିଲ୍ଲା ସ୍ତରୀୟ ପ୍ରଦର୍ଶନୀ ରେ ଏଗାର ଗୋଟି ବ୍ଲକର ଉତ୍କୃଷ୍ଟ ପ୍ରକଳ୍ପ ଅଂଶ ଗ୍ରହଣ କରିବେ ବୋଲି ଏଡିଇଓ ଭଜନ ଲାଲ ମାଝୀ ପ୍ରକାଶ କରିଛନ୍ତି
Article Image
Article Image
5