ଢେଙ୍କାନାଳ, 26/01/2026, ଉତ୍କଳ voice news - utkalvoicenews.com( ଢେ଼ଙ୍କାନାଳ ରୁ ଶୁଭମ୍ ପାଣି ଙ୍କ ରିପୋର୍ଟ ) :
ସକାଳ ୮.୩୦ ମିନିଟ ସମୟରେ ଶ୍ୟାମା ଚରଣ ପୁର ଆଞ୍ଚଳିକ ବିକାଶ ସମିତି ଆନୁକୁଲ୍ୟରେ ଅଞ୍ଚଳ ବାସି ସାଧାରଣତନ୍ତ୍ର ଦିବସ ପାଳନ କରିଥିଲେ । ବିକାଶ ସମିତି ର ସଭାପତି ଶ୍ରୀ ଯୋଗୀ ନାଥ ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ସହଯୋଗ ପାଇଁ ଅଞ୍ଚଳ ବାସୀଙ୍କୁ ଧନ୍ୟବାଦ୍ ଜଣାଇଥିଲେ ।