ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବିଭିନ୍ନ ଶିକ୍ଷାନୁଷ୍ଠାନରେ ସରସ୍ଵତୀ ପୂଜା

ବୁଗୁଡ଼ା, 02/02/2025, ଉତ୍କଳ voice news - utkalvoicenews.com (ସୋରେନ କୁମାର ପ୍ରଧାନ) :
Article Image
ପବିତ୍ର ମାଘ ଶୁକ୍ଳ ପଞ୍ଚମୀ ତିଥିରେ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ଯାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର , ନିୟୁ ଏରା ପବ୍ଲିକ୍ ସ୍କୁଲ , ସାଇ ସରସ୍ବତୀ ଶିଶୁ ମନ୍ଦିର , ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲ, ଶୋଭନୀୟ ପବ୍ଲିକ୍ ସ୍କୁଲ୍, ପିପୁଲ୍ସ ହାଇସ୍କୁଲ , ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ , ବୁଦ୍ଧଗିରି ବିଦ୍ୟାପୀଠ, ପିପୁଲ୍ସ କଲେଜ, ଶ୍ରୀ ବଳଦେବଜୀୟୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲିପଦର କଲେଜ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ମା ବାଗଦେବୀଙ୍କ ପୂଜା ଉତ୍ସବ ପାଳିତ ହୋଇଯାଇଛି । ଏ ଅବସରରେ କେତେକ ବିଦ୍ଯାଳୟରେ ନୂତନ ଶିଶୁଙ୍କ ବିଦ୍ଯାରମ୍ଭ ହୋଇଥିଲା ।
Article Image
Article Image
1