ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଆନ୍ତର୍ଜାତିୟ ମାତୃଭାଷା ଦିବସ ପାଳିତ

ରାୟଗଡ଼ା, 21/02/2026, ଉତ୍କଳ voice news - utkalvoicenews.com *( ରାୟଗଡ଼ା ରୁ ପ୍ରଫୁଲ୍ଲ କୁମାର ବେହେରା ଙ୍କ ରିପୋର୍ଟ ) :*
Article Image
ସ୍ଥାନୀୟ ଇନ୍ଦିରା ନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆନ୍ତର୍ଜାତିୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି | ମୁଖ୍ୟ ଅତିଥି ରୂପେ ସିଆରସିସି ସଦାନନ୍ଦ ନାୟକ ଯୋଗଦେଇ ମାତୃଭାଷା ଦିବସର ମହତ୍ତ୍ଵ ବିଷୟରେ ଉଦବୋଧନ ରଖିଥିଲେ | ଏହି ଅବସରରେ ପିଲାଙ୍କ ମଧ୍ୟରେ ନିବନ୍ଧ, କବିତା ବକ୍ତୃତା ଆଦି ପ୍ରତିଯୋଗୀତା ମାନ ଆୟୋଜନ କରାଯାଇ ପୁରସ୍କାର ବିତରଣ କରାଯାଇଥିଲା | ଶେଷରେ ସଭିଏଁ ମାତୃଭାଷା ବ୍ୟବହାର ସମ୍ପର୍କରେ ଶପଥପାଠ କରିଥିଲେ | ଏଥିରେ ପ୍ରଧାନ ଶିକ୍ଷୟିତ୍ରୀ ପ୍ରମିଳା ପଣ୍ଡା ଙ୍କ ସହ ବାସନ୍ତୀ ମିଶ୍ର, ନୀଳାଞ୍ଚଳ ମିଶ୍ର, ମନୋରମା ସାହୁ, ମଧୁସ୍ମିତା ତ୍ରିପାଠୀ ପ୍ରମୂଖ ମଞ୍ଚାସୀନ ଥିଲେ ଓ ସମସ୍ତ ଛାତ୍ର, ଛାତ୍ରୀ ଯୋଗଦେଇଥିଲେ |
Article Image
Article Image
4