ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଏଲପିଜି ବା ଇନ୍ଧନ ଗ୍ୟାସ କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧ ରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।

ଜଗତସିଂହପୁର, 13/03/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ଗ୍ୟାସ ଟାଙ୍କି ଙ୍କୁ କଲେ ଶବ ଶୋଭାଯାତ୍ରା
Article Image
ଏଲପିଜି ବା ଇନ୍ଧନ ଗ୍ୟାସ କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧ ରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ଦେବ ପ୍ରସାଦ ନାୟକଙ୍କ ନେତୃତ୍ୱରେ ରେ ଶତାଧିକ କଂଗ୍ରେସ ନେତା ଓ କର୍ମୀ ଏକ ଶୋଭାଯାତ୍ରାରେ ସ୍ଥାନୀୟ ଟାଉନ ହଲ ଛକ ନିକଟରୁ ବାହାରି ସହର ପରିକ୍ରମା କରିବା ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଛନ୍ତି । ଗ୍ୟାସ ଟାଙ୍କି ଙ୍କୁ ଶବ କରି ଏହି ଶୋଭାଯାତ୍ରା କରାଯାଇଛି । ତେବେ ତୁରନ୍ତ ରାଜ୍ୟ ଓ କେନ୍ଦ୍ର ସରକାର ଏହାର ସମାଧାନ କରିବା ସହିତ ସମସ୍ତ ଗୃହିଣୀ ଓ ଉପଭୋକ୍ତା ଙ୍କୁ ଯଥାପୁର୍ବ ସେବା ଯୋଗାଇ ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି ।
Article Image
Article Image
8