ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସ ପାଳନ

ଜଗତସିଂହପୁର, 21/04/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ବରିଷ୍ଠ କଂଗ୍ରେସ ନେତା ନଟବର ବାରିକ, ପୂର୍ବତନ ପୋୖରାଧକ୍ଷ ବିପ୍ଳବ ଚୌଧୁରୀ ସହିତ ବହୁ କଂଗ୍ରେସ ନେତା ଓ କର୍ମୀ ମାନେ ଜଗତସିଂହପୁର ସ୍ଥିତ ବଙ୍ଗଳା ଛକ ନିକଟରେ ଥିବା ଜାନକୀବଲ୍ଲଭ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହିତ ତାଙ୍କର ସ୍ମୃତି ଚାରଣ କରିଥିଲେ ।
Article Image
8