ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବୟନିକାର ୭୦ତମ ପ୍ରତିଷ୍ଠା ଦିବସ ପାଳିତ

ଢେଙ୍କାନାଳ, 05/05/2026, ଉତ୍କଳ voice news - utkalvoicenews.com*( ଢେ଼ଙ୍କାନାଳ ରୁ ଶୁଭମ୍ ପାଣି ଙ୍କ ରିପୋର୍ଟ ) :*.
Article Image
ଢ଼େଙ୍କାନାଳ କୈବଲ୍ୟ ବଜାର ସ୍ଥିତ ବୟନିକାର ୭୦ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ ଯୋଗଦେଇ ଏହି ପ୍ରତିଷ୍ଠା ଦିବସ କୁ ଶୁଭ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଆସିଷ୍ଟାଣ୍ଟ ଡାଇରେକ୍ଟର ଦାମୋଦର ବେହେରା, ପ୍ରଶାନ୍ତ କୁମାର ସାହୁ ଇନିସ୍ପେକ୍ଟର ବୟନିକାର ଇନ୍ ଚାର୍ଜ ରାଜେନ୍ଦ୍ର କୁମାର ବାରିକ ଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି। ୨୦%+୧୦ % ୭ତାରିଖ ପର୍ଯ୍ୟନ୍ତ ଏହି ଅଫର ଚାଲିବ।
14