ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜନତା ଦଳର ନାରୀ ଅଧିକାର ଅଭିଯାନ ଅନୁଷ୍ଠିତ ।

ବାଲିକୁଦା-ଏରସମା, 23/05/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜନତା ଦଳର ନାରୀ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି ।
Article Image
ସ୍ଥାନୀୟ ବିଧାୟକ ସାରଦା ଜେନା ଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ ରେ ବିଜୁ ଜନତା ଦଳର ଜିଲ୍ଲା ମହିଳା ସଭାପତି ଲୋରା ମହାପାତ୍ର, ବ୍ଲକ ଅଧ୍ୟକ୍ଷ। ଲଷ୍ମୀପ୍ରିୟା ମହାପାତ୍ର ଙ୍କ ବହୁ ମହିଳା ମାନେ ସାମିଲ ହୋଇଥିଲେ । ତେବେ ଏହି କାର୍ଯ୍ୟକ୍ରମ ରେ ଶତାଧିକ ମହିଳା ମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ସହିତ ନାରୀ ଅଧିକାର ଅଭିଯାନ କି ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ତହସିଲଦାର ଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ ।
Article Image
Article Image
Article Image
7