ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଅବସରକାଳୀନ ସମ୍ବର୍ଦ୍ଧନା ସଭା ଜଗତସିଂହପୁର

ଜଗତସିଂହପୁର / ଆଶ୍ରମପାଟଣା, 30/06/2026, ଉତ୍କଳ voice news - utkalvoicenews.com( ରୀତା ସାହୁ ଙ୍କ ରିପୋର୍ଟ )
Article Image
ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଆଶ୍ରମପାଟଣାସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଶ୍ରୀଯୁକ୍ତ ନନ୍ଦ କିଶୋର ସେଠୀ ଏବଂ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ପ୍ରଦୀପ୍ତ କୁମାର ନାୟକ ଆଜି ( ତା.30.06.26 ) କର୍ମକ୍ଷେତ୍ରରୁ ଅବସର ଗ୍ରହଣ କରିଛନ୍ତି I ଏହି ଅବସରରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଲୋଚନ କୁମାର ପତିଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି I ଏହି ସଭାରେ ଶ୍ରୀଯୁକ୍ତ ନନ୍ଦ କିଶୋର ସେଠୀ ଓ ପ୍ରଦୀପ୍ତ କୁମାର ନାୟକଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଏବଂ ଅଭିନନ୍ଦନିକା ପ୍ରଶସ୍ତିପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା I ଉକ୍ତ ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ I
4