ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଚଣ୍ଡିଖୋଲ କଲେଜ ପୁରାତନ ଛାତ୍ର ସଂଘ ପକ୍ଷରୁ ଅଧ୍ୟକ୍ଷଙ୍କୁ ବିଦାୟ ଓ ସ୍ଵାଗତ ସମ୍ବର୍ଦ୍ଧନା

ଯାଜପୁର / ବଡ଼ଚଣା, 01/07/2026, ଉତ୍କଳ voice news - utkalvoicenews.com(ଉମାକାନ୍ତ ବେହେରା ଙ୍କ ରିପୋର୍ଟ)
Article Image
ଚଣ୍ଡିଖୋଲ ବାବା ଭୈରବାନନ୍ଦ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ରସଂଘ ପକ୍ଷରୁ ଅଧ୍ୟକ୍ଷ ଡ.ପ୍ରସନ୍ନ କୁମାର ମହାପାତ୍ରଙ୍କୁ ବିଦାୟକାଳୀନ ସମ୍ଵର୍ଦ୍ଧନା ପ୍ରଦାନ କରାଯାଇଥିବା ବେଳେ କଲେଜର ନୂତନ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ପ୍ରାଧ୍ୟାପକ ଡ. ସଞ୍ଜୟ କୁମାର ରାୟଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା l ଏଥିରେ ସଂଘ ସଭାପତି ପ୍ରାଧ୍ୟାପକ ପବିତ୍ର ମୋହନ ମାହlଲା,ସାଧାରଣ ସମ୍ପାଦକ ଆଇନଜୀବୀ ଦେବରାଜ ବେହେରା,ଉପସଭାପତି ଅଧ୍ୟାପକ ସଲିଳ ରାଜନନ୍ଦନ ମହାନ୍ତି,ସମ୍ପାଦକ ବିଜୟ କେତନ ସାମଲ,ସାଂଗଠନିକ ସମ୍ପାଦକ ମନୋରଞ୍ଜନ ସାହୁ,ଅଧ୍ୟାପକ ତପନ କୁମାର ଜେନା,ପୃଥ୍ଵୀରାଜ ନାୟକ,ଆଇନଜୀବୀ ପ୍ରିୟ ଗୋବିନ୍ଦ ଦାସ ପ୍ରମୁଖ ଯୋଗଦେଇ ଉତ୍ତରୀୟ,ପୁଷ୍ପଗୁଚ୍ଛ ଦେଇ ବିଦାୟ ଓ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।
7