ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ଭାରତୀୟ ଷ୍ଟେଟବ୍ୟାଙ୍କ ୭୧ତମ ପ୍ରତିଷ୍ଠା ଦିବସ ପାଳିତ

ଢେଙ୍କାନାଳ, 01/07/2026, ଉତ୍କଳ voice news - utkalvoicenews.com( ଢେ଼ଙ୍କାନାଳ ରୁ ଶୁଭମ୍ ପାଣି ଙ୍କ ରିପୋର୍ଟ ) :
Article Image
ଢେଙ୍କାନାଳ ଲକ୍ଷ୍ମୀ ବଜାର ସ୍ଥିତ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା ୭୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସମସ୍ତ କର୍ମଚାରୀ ଓ ମ୍ୟାନେଜର ସପଥପାଠ କରି ଥିଲେ । ଏହି ଅବସରରେ ଗ୍ରାହକମାନଙ୍କୁ ଲଡୁ ଓ ଚକୋଲେଟ୍ ବଣ୍ଟନ କରାଯାଇଥିଲା। ଭାରତୀୟ ଷ୍ଟେଟବ୍ୟାଙ୍କ ସବୁବେଳେ ଲୋକଙ୍କୁ ସାହାଯ୍ୟ ସହଯୋଗ ଯୋଗାଇ ଆସୁଛି। ମୁଖ୍ୟ ପ୍ରବନ୍ଧକ ସତ୍ୟନାରାୟଣ ମାଝୀ ଓ ସମସ୍ତ ବ୍ୟାଙ୍କ କର୍ମଚାରୀଙ୍କ ଉପସ୍ଥିତ ରେ ୭୧ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା
5