ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ବାଇକ୍ ଧକ୍କାରେ କୃଷ୍ଣସାର ମୃଗ ମୃତ

ବୁଗୁଡ଼ା, 22/02/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ବୁଗୁଡ଼ା-ବାଲିପଦର ରାସ୍ତାରେ ବାଙ୍କେଶ୍ଵରୀ ମନ୍ଦିର ନିକଟରେ ଏକ କୃଷ୍ଣସାର ମୃଗ ବାଇକ୍ ଧକ୍କାରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ଏକ ମାଈ କୃଷ୍ଣସାର ମୃଗ ଦ୍ରୃତ ଗତିରେ ରାସ୍ତା ପାରି ହେଉଥିବା ବେଳେ ବାଇକ୍ ସହ ଧକ୍କା ହୋଇଥିଲା ।ଦୁର୍ଘଟଣାରେ ମୃଗଟି ଘଟଣା ସ୍ଥଳରେ ହିଁ ମୃତ୍ଯୁ ବରଣ କରିଥିଲା। ଏ ନେଇ ଖବର ପାଇବା ପରେ ବନ ବିଭାଗ ପକ୍ଷରୁ ମୃତ ମୃଗଟିକୁ ଘଟଣା ସ୍ଥଳରୁ ଉଦ୍ଧାର କରି ସ୍ବକାର୍ଯ୍ଯାଳୟ ହତା ପରିସରରେ ପୋତି ଦିଆଯାଇଥିବା ଜଣାଯାଇଛି।
1