ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ନିସ ଇଣ୍ଟର୍ନେସ୍ନାଲ ସ୍କୁଲରେ 80 ତମ ସ୍ବାଧୀନତା ଦିବସ ପାଳନ

ଜଗତସିଂହପୁର, 15/08/2026, ଉତ୍କଳ voice news - utkalvoicenews.com( ଜଗତସିଂହପୁର ରୁ ରୀତା ସାହୁ ଙ୍କ ରିପୋର୍ଟ ) :
Article Image
ଜଗତସିଂହପୁର ଗାନ୍ଧୀ ଛକ ସ୍ଥିତ ନିସ ଇଣ୍ଟର୍ନେସ୍ନାଲ ସ୍କୁଲରେ 80 ତମ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି । ବିଦ୍ୟାଳୟ ର ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର୍ ଶତାଧିକ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅବିଭାବକ ମାନେ ଯୋଗଦେବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା ।
Article Image
Article Image
3