ଉତ୍କଳ voice news - utkalvoicenews.com
Ads Left
Ads Right
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

କୁଜଙ୍ଗ ଇଣ୍ଡିଆନ ବ୍ୟାଙ୍କରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

କୁଜଙ୍ଗ , 16/08/2026, ଉତ୍କଳ voice news - utkalvoicenews.com( କୁଜଙ୍ଗ ରୁ ରଶ୍ମିରଞ୍ଜନ ଦାସ ଙ୍କ ରିପୋର୍ଟ। ) ତା - 15/08/2026 :
Article Image
କୁଜଙ୍ଗସ୍ଥିତ ଇଣ୍ଡିଆନ ବ୍ୟାଙ୍କ ଶାଖା ପରିସରରେ ମଧ୍ୟ ଗୌରବର ସହ ୮୦ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର ଆସିଷ୍ଟାଣ୍ଟ ମ୍ୟାନେଜର ପ୍ରିତମ ରଞ୍ଜନ ମାରାଣ୍ଡି ଜାତୀୟ ପତାକା ଉତ୍ତୋଳନ କରିଥିଲେ।
Article Image
ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗୀତ ଗାନ ସହ ଦେଶର ସ୍ୱାଧୀନତା ସଂଗ୍ରାମୀ ଓ ମହାନ ବ୍ୟକ୍ତିତ୍ୱମାନଙ୍କୁ ସ୍ମରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ବ୍ୟାଙ୍କର ସମସ୍ତ ଷ୍ଟାଫ ଉପସ୍ଥିତ ରହି ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଦେଶପ୍ରେମ ଓ ଜାତୀୟତାର ଭାବନାରେ ବ୍ୟାଙ୍କ ପରିସର ମୁଖରିତ ହୋଇଥିଲା।
5