ଉତ୍କଳ voice
POZECON |
Regd. No: OD -12-0034194
ଉତ୍କଳ ସ୍ବାଭିମାନ
utkalvoicenews.com

ପରିବେଶ ସୁରକ୍ଷା ସଚେତନତା ଶୋଭାଯାତ୍ରା

ବୁଗୁଡା, 05/06/2025, ଉତ୍କଳ voice news - utkalvoicenews.com(ସୋରେନ କୁମାର ପ୍ରଧାନ) :
Article Image
ସ୍ଥାନୀୟ ବନ ବିଭାଗ ପକ୍ଷରୁ ବିଶ୍ବ ପରିବେଶ ଦିବସ ଅବସରରେ ପରିବେଶ ସୁରକ୍ଷା ସମ୍ପର୍କିତ ଏକ ଜନସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ରଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ ଶୋଭାଯାତ୍ରାରେ ଛାତ୍ରଛାତ୍ରୀ ଏବଂ ବନ କର୍ମଚାରୀମାନେ ଅଂଶ ଗ୍ରହଣ କରିଥିଲେ। ବନ ବିଭାଗ କାର୍ଯ୍ୟାଳୟ ପରିସରରୁ ଏହି ଶୋଭାଯାତ୍ରା ବାହାରି ନଗର ଭ୍ରମଣ କରି ପ୍ଲାଷ୍ଟିକ ମୁକ୍ତ ଏବଂ ବୃକ୍ଷ ଯୁକ୍ତ ପରିବେଶ ସୃଷ୍ଟି ସକାଶେ ଜନସଚେତନତା ସୃଷ୍ଟି କରିଥିଲେ।
Article Image
Article Image
10